ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିମାନ ବନ୍ଦରରେ ଭବ୍ୟ ସ୍ବାଗତ

ETVBHARAT 2025-01-09

Views 0

ବିମାନ ବନ୍ଦରରେ ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀର ଉଦଯାପନୀ ସମାରୋହରେ କରିବେ ଅଂଶଗ୍ରହଣ । ଆଜି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ।

Share This Video


Download

  
Report form
RELATED VIDEOS