୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ ! ଭାରି ବର୍ଷା ପାଇଁ ୱାର୍ଣ୍ଣିଂ

ETVBHARAT 2025-05-26

Views 76

ଆଗାମୀ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି । ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Share This Video


Download

  
Report form
RELATED VIDEOS