ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ, ନବୀନ ନିବାସରୁ ବିମାନବନ୍ଦର ଲୋକାରଣ୍ୟ

ETVBHARAT 2025-06-20

Views 7

ସର୍ଭିକାଲ ଆଥ୍ରାଇଟିସ ଚିକିତ୍ସା ପାଇଁ ମୁମ୍ବାଇ ଗଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଶୁଆରୋଗ୍ୟ କାମନା କଲେ ବିଜେଡି ନେତା-ଜନସାଧାରଣ ।

Share This Video


Download

  
Report form
RELATED VIDEOS