ଶ୍ରୀଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ

ETVBHARAT 2025-07-01

Views 10

ଉନ୍ନୟନ କମିଶନର ଅନୁ ଗର୍ଗ ପୁରୀ ଗସ୍ତରେ ଆସି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଲା ସେ ନେଇ ତଦନ୍ତ ହେବ ବୋଲି କହିଛନ୍ତି ।

Share This Video


Download

  
Report form
RELATED VIDEOS