IMD Alert: ଓଡ଼ିଶାରେ 3 ଦିନ ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ

ETVBHARAT 2025-10-01

Views 5

କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ସଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଓଡ଼ିଶାରେ ୩ ଦିନ ପ୍ରବଳ ବର୍ଷା ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ- IMD ।

Share This Video


Download

  
Report form
RELATED VIDEOS